ବାଲିଗୁଡା ଠାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ବିଜ୍ଞାପିତ ଅଂଚଳ ପରିଷଦ ତରଫରୁ ସ୍ୱାୟତ୍ତ ଶାସନ ଦିବସ ମହା ଆଡମ୍ବର ସହକାରେ ପାଳିତ ହୋଇ ଯାଇଛି ।

Read more

Advertisement

ଏବେ ଏବେ