ବାଲିଗୁଡା ଷ୍ଟ୍ରଙ୍ଗ୍ରୁମ୍ରେ ସିଲ୍ ହେଲା ୧୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ, ୨୪ ଘଣ୍ଟିଆ ସୁରକ୍ଷା ସହ ନଜର ରଖିବ ସିସି ଟିଭି
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ସୋମବାର ଦିନ ସମାପନ ହୋଇଛି l
Read more