ବାଲିପଦରରେ +୨ ଛାତ୍ରୀମାନଙ୍କ ଆତ୍ମା ସୁରକ୍ଷା ତାଲିମ ଶିବିର

ବୁଗୁଡା, (ଅନିଲ କୁମାର ମହାରଣା) : ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀମାନଙ୍କ ୮ ଦିନିଆ ଆତ୍ମା ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ