ବାଲିପଦର ହାଇ ସ୍କୁଲର ୧୯୯୩ ବ୍ୟାଚ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବାଲିପଦର ହାଇ ସ୍କୁଲର ୧୯୯୩ ବ୍ୟାଚର ମାଟ୍ରିକ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମ ସୋନପୁର ବେଳାଭୂମିରେ ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ