ବାଲେଶ୍ୱର ବିପଣି ଉନ୍ନୟନ କମିଟି ପକ୍ଷରୁ ରକ୍ତଦାନ ଶିବିର

ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ବିପଣି ଉନ୍ନୟନ କମିଟି ପକ୍ଷରୁ ୮ମ ବାର୍ଷିକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ମୋତିଗଞ୍ଜ ଘୋଷ ମାର୍କେଟ ପରିସରରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ