ବାଳିକା ଉଚ୍ଚ ବିଦ୍ୟାଳୟ ଓ ବୃନ୍ଦାବନ ବିଦ୍ୟାପିଠର ମିଶ୍ରଣ ପର୍ବ ,ନୂତନ ଭାବେ ପରିଚିତ ହେଲା ସରକାରୀ ବୃନ୍ଦାବନ ଉଚ୍ଚ ବିଦ୍ୟାଳୟ
ହିଂଜିଳିକାଟୁ, (ଶେଷଦେବ ସାହୁ): ହିଂଜିଳିକାଟୁ ପୌରାଂଚଳ ମଧ୍ୟରେ ଅବସ୍ଥାପିତ ୩ ଟି ଉଚ୍ଚ ବିଦ୍ୟାଳୟ ମଧ୍ୟରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବୃନ୍ଦାବନ ବିଦ୍ୟାପିଠର ମିଶ୍ରଣ
Read more