ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ୍ ଉଦ୍‌ଘାଟିତ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଯୋଗେ କେନ୍ଦ୍ରାପଡ଼ା ଇଛାପୁର ସାମଗୁଡ଼ିଆ ନିକଟସ୍ଥ ନବନିର୍ମିତ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ୍‌ର ଶୁଭ ଉଦ୍‌ଘାଟନ କରିଛନ୍ତି

Read more

Advertisement

ଏବେ ଏବେ