ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଜିତାଇବାକୁ କେନ୍ଦ୍ରାପଡାବାସୀଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାରୁଅ ସିଦ୍ଧବଟ ପଡିଆରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଓଡିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read more