ବିଜେପିରେ ଯୋଗଦେଲେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ସଭାପତି ଗିତାଞ୍ଜଳି ସେଠୀ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ ଆଜି ବିଜେପିରେ ଯୋଗ ଦେଇଛନ୍ତି । ସେ କେନ୍ଦ୍ରାପଡା ବିଧାନସଭା ଆସନରୁ ବିଜେପିର ପ୍ରାର୍ଥୀ ହେବେ

Read more

Advertisement

ଏବେ ଏବେ