ବିଜେପି ଅନୁଗୋଳ ବିଧାୟକ ପ୍ରାର୍ଥୀ ପ୍ରତାପ ପ୍ରଧାନ ଓ ଛେଣ୍ଡିପଦା ବିଧାୟକ ପ୍ରାର୍ଥୀ ଅଗସ୍ତି ବେହେରାଙ୍କ ପ୍ରାର୍ଥୀପତ୍ର ଦାଖଲ
ଅନୁଗୋଳ : ଅନୁଗୋଳ ଓ ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଆଜି ବିଧିବଦ୍ଧ ଭାବେ ବିଜେପି ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି l ଅନୁଗୋଳ ଉପ ଜିଲ୍ଲାପାଳ
Read more


