ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ

ଦିଗପହଣ୍ଡି, (‌ୱାଇଏନ୍‌ଏସ୍‌): ଦିଗପହଣ୍ଡି ବ୍ଳକ  ଅନ୍ତର୍ଗତ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମରେ ବିଦ୍ୟୁତ ସଂସ୍ପର୍ଶରେ ଆସି ସୋମବାର ରାତିରେ ଜଣେ ଯୁବକ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି।

Read more

Advertisement

ଏବେ ଏବେ