ବିଭିନ୍ନ ଦାବି ନେଇ ଅଙ୍ଗନବାଡ଼ି କର୍ମୀ-ସହାୟିକା ସଂଘର ବିକ୍ଷୋଭ

ବାଲେଶ୍ୱର, (ସରୋଜ ପଣ୍ଡା) :-ବିଭିନ୍ନ ଦାବି ନେଇ ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶିତ ହୋଇଯାଇଛି ।

Read more

Advertisement

ଏବେ ଏବେ