ବିଭିନ୍ନ ସଂଗଠନ ପକ୍ଷରୁ ପୋଲିସ ପ୍ରଶାସନକୁ ମାସ୍କ, ଶୁଖିଲା ଖାଦ୍ୟ ବଣ୍ଟନ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):ମୁକାବିଲାରେ ଆଗଧାଡିର ଯୋଦ୍ଧା ସାଜିଛନ୍ତି ପୋଲିସ। ଦିନରାତି ପାଟ୍ରୋଲିଂ ସହ ସଚେତନତା ଜାରି ରଖିଛନ୍ତି। କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଅଞ୍ଚଳରେ
Read more