ବିଭିନ୍ନ ସ୍ଥାନରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

ହାଟଡ଼ିହି,(ଯୁଗାବ୍ଦ ନ୍ୟୁଜ୍) : ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଆଜି ସମସ୍ତ ଶିକ୍ଷାନୁଷ୍ଠାନ, ବେସରକାରୀ ଅନୁଷ୍ଠାନ ମାନଙ୍କରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ