ବିରୂପା କଲେଜ ଅଧ୍ୟକ୍ଷଙ୍କୁ କେନ୍ଦ୍ରାପଡା କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟୀତ୍ୱ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ଇନ୍ଦୁପୁରସ୍ଥିତ ବିରୂପା ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷ ମଙ୍ଗଳବାର କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅନ୍ତରୀଣ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି

Read more

Advertisement

ଏବେ ଏବେ