ବିରୂପା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁର ବିରୂପା ମହାବିଦ୍ୟାଳୟର ସମାଜବିଜ୍ଞାନ ବିଭାଗ ଆନୁକୂଲ୍ୟରେ ବିଭାଗୀୟ ମୁଖ୍ୟ ପ୍ରେମାନନ୍ଦ ପ୍ରଧାନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।

Read more

Advertisement

ଏବେ ଏବେ