ବିଶ୍ୱ ପରିବେଶ ଦିବସରେ ଆକାଂକ୍ଷା ମହିଳା ସଂଗଠନର ବୃକ୍ଷରୋପଣ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଂଗଠନ ଆକାଂକ୍ଷା ପକ୍ଷରୁ ପାରଳାଖେମୁଣ୍ଡି କାଳୀମନ୍ଦିର ପରିସରରେ ବିଶ୍ୱ ପରିବେଶ ଦିବସରେ ଗତକାଲି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Read more

Advertisement

ଏବେ ଏବେ