ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଦେଶାନ୍ତର ପାଇଁ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ବିଧାନସଭାରେ ପ୍ରଶ୍ନ ଉଠାଇଲେ ବିଧାୟକ
ବାଲେଶ୍ୱର, (ସରୋଜ ପଣ୍ଡା):ବାଂଲାଦେଶୀଙ୍କ ବେଆଇନ ଅନୁପ୍ରବେଶ ସମଗ୍ର ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ବେଳେ ବିଭିନ୍ନ ପ୍ରଦେଶରୁ ସେମାନଙ୍କୁ ଚିହ୍ନଟ ସହ ଦେଶାନ୍ତର କରିବା ନେଇ ଉଦ୍ୟମ
Read more