ବେଦାନ୍ତ ପକ୍ଷରୁ ବକ୍ସାଇଟ୍ ଅବଶିଷ୍ଟାଂଶରୁ ମୂଲ୍ୟଯୁକ୍ତ ଉତ୍ପାଦ ପ୍ରସ୍ତୁତି ପାଇଁ ଗବେଷଣା ସଂସ୍ଥା ସହିତ ବୁଝାମଣା

ଭୁବନେଶ୍ୱର, (ଓ୍ବାଇଏନ୍ଏସ୍):ଭାରତର ବୃହତମ ଆଲମିନିୟମ୍ ଉତ୍ପାଦନକାରୀ କମ୍ପାନୀ ବେଦାନ୍ତ ପକ୍ଷରୁ ବକ୍ସାଇଟ୍ ଅବଶିଷ୍ଟାଂଶ( ଲାଲ କାଦୁଅ)ରୁ ମୂଲ୍ୟଯୁକ୍ତ ଉତ୍ପାଦ ପ୍ରସ୍ତୁତି ପାଇଁ ବୁଝାମଣା ସ୍ୱାକ୍ଷରିତ ହୋଇଛି ।

Read more

Advertisement

ଏବେ ଏବେ