ବ୍ରହ୍ମପୁର ବୋମାମାଡ଼ ଘଟଣାରେ ଆଉ ଜଣେ ଗିରଫ

ବ୍ରହ୍ମପୁର, (ଅନିଲ କୁମାର) ସ୍ଥାନୀୟ ବଡ଼ବଜାର ଥାନା ଅନ୍ତର୍ଗତ ପ୍ରହଲ୍ଳାଦ ନଗରରେ ହୋଇଥିବା ବୋମାମାଡ଼ ଘଟଣାରେ ପୋଲିସ ଆଜି ଅନ୍ୟ ଏକ ଅଭିଯୁକ୍ତକୁ ଗିରଫ କରିଥିବା ଜଣାପଡିଛି

Read more

Advertisement

ଏବେ ଏବେ