ବ୍ରହ୍ମପୁର ସ୍ଥିତ ଗାନ୍ଧୀନଗର ଛକ ଠାରେ ବିଜେପି ଯୁବମୋର୍ଚ୍ଚା ତରଫରୁ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା
ବ୍ରହ୍ମପୁର, (ଅନିଲ କୁମାର):ଆଜି ବ୍ରହ୍ମପୁର ସ୍ଥିତ ଗାନ୍ଧୀନଗର ଛକ ଠାରେ ବିଜେପି ଯୁବମୋର୍ଚ୍ଚା ତରଫରୁ ପୋଲିସ୍ ପ୍ରଶାସନର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା
Read more


