ବ୍ରହ୍ମପୁୁର ଠାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ପାଇଁ ଛତ୍ରପୁର ଓକିଲ ସଂଘର ସତ୍ୟାଗ୍ରହ
ଛତ୍ରପୁର, (ଦେବଦତ୍ତ ମହାରଣା) :ବ୍ରହ୍ମପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ମଙ୍ଗଳବାର ଛତ୍ରପୁର ସିଭିଲ କୋର୍ଟ ପରିସରରେ ଛତ୍ରପୁର ଓକିଲ ସଂଘ ଆନ୍ଦୋଳନକୁ ଓହ୍ଲାଇଛି
Read more