ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ବୁଲି ଦେଖିଲେ ଆସିକା ସାଂସଦ ଓ ପୂର୍ବତନ ବିଧାୟିକା
ସାନଖେମୁଣ୍ଡି, (ପଦ୍ମଲୋଚନ ପାଣିଗ୍ରାହୀ) :-ଆଜାଦୀର ଅମୃତ ମହୋତ୍ସବ ଉପଲକ୍ଷେ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ପୋଡାମାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଦିନ ବ୍ଳକସ୍ତରୀୟ ମେଗା ସ୍ୱାସ୍ଥ୍ୟମେଳା
Read more



