ଭଗବାନ ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ବାଲେଶ୍ୱର, (ସରୋଜ ପଣ୍ଡା):ସଦର ବ୍ଲକ୍ ଅଧିନସ୍ଥ କଷାଫଳର ଭଗବାନ ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଭୀମଚରଣ ସାହୁଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି ।
Read more


