ଭଦ୍ରକରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ଆଜି ରାଜ୍ୟରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ ଭଦ୍ରକର ୩୩ ବର୍ଷୀୟ ପୁରୁଷ ବୋଲି ଜଣାପଡିଛି ।

Read more

Advertisement

ଏବେ ଏବେ