ଭରତପୁର ବାଳିକା ଉଚ୍ଚବିଦ୍ୟାଳୟର କର୍ମଚାରୀ ଗୋକୁଳାନନ୍ଦ ବେହେରାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ବାଳିକା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ଗୋକୁଳା ନନ୍ଦ ବେହେରାଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି
Read more


