ଭାଗବତ ପ୍ରସାଦ ମହାନ୍ତି ଟ୍ରଷ୍ଟ ପକ୍ଷରୁ ଆଇନଜୀବି ହାଡିବନ୍ଧୁ ବେହେରାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି
କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): ସହରର କାକଟସ୍ଥିତ ଭାଗବତ ପ୍ରସାଦ ମହାନ୍ତିଙ୍କ ବାସଭବନ ପରିସରରେ ବରିଷ୍ଠ ଆଇନଜୀବି ସ୍ୱର୍ଗତ ହାଡିବନ୍ଧୁ ବେହେରାଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି ।
Read more


