ଭାରତକୁ ବିଶ୍ୱ ଅଭିବୃଦ୍ଧିର ଇଞ୍ଜିନ କରିବା ପାଇଁ ଆମେ ଏକାଠି ହୋଇ ଯୁବପିଢ଼ିଙ୍କ ଭବିଷ୍ୟତ ପ୍ରସ୍ତୁତ କରିବା-ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର, (ୱାଇଏନ୍ଏସ୍):ଆମେ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରିବା ବେଳେ ଆମେ ସମସ୍ତେ ଏକାଠି ହୋଇ ଯୁବପିଢ଼ିଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ଦରକାର ।
Read more


