ଭାରତରତ୍ନ ଲତା ମଙ୍ଗେସକରଙ୍କ ବିୟୋଗରେ ସ୍ମୃତି ସଭା

ଛତ୍ରପୁର, (ଦେବଦତ୍ତ ମହାରଣା) :-ଭାରତରତ୍ନ ପ୍ରାପ୍ତ ଲତା ମଙ୍ଗେସକରଙ୍କ ବିୟୋଗରେ ସ୍ଥାନୀୟ ଲକ୍ଷ୍ମଣ ଭବନ ପରିସରରେ ଏକ ସ୍ମୃତିସଭା ସୁସାହିତ୍ୟିକ ନୀରଞ୍ଜନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା

Read more

Advertisement

ଏବେ ଏବେ