ଭାରସାମ୍ୟ ହରାଇ ୨୫ଫୁଟ ଖାଲକୁ ଖସିଲା ଅଟୋ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ):ଭାରସାମ୍ୟ ହରାଇ ୨୫ ଫୁଟ ଖାଲକୁ ଖସିଲା ଅଟୋ । ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ଡ୍ରାଇଭର ସମେତ ତିନି ଯାତ୍ରୀ ।

Read more

Advertisement

ଏବେ ଏବେ