ଭିଜିଲାନ୍ସ ଜାଲରେ ବାରଙ୍ଗ ତହସିଲଦାର

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ଲାଂଚ ନେଉଥିବା ଅଭିଯୋଗରେ ବାରଙ୍ଗ ତହସିଲଦାର ବିଚିତ୍ରାନନ୍ଦ ନାୟକଙ୍କୁ ଭିଜିଲାନ୍ସ ସ୍ପଟରେ ଧରିଛି । ତାଙ୍କୁ ଅଟକ ରଖି ଅଧିକ ପଚରା ଉଚୁରା କରିଛି

Read more

Advertisement

ଏବେ ଏବେ