ଗଞ୍ଜାମ ଜିଲ୍ଲାର ୯ ଟି ତହସିଲର ୭୧୦ ଜଣଙ୍କୁ ମିଳିଲା ସିକିମ ପଟ୍ଟା,ଭିସି ଯୋଗେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ଗଞ୍ଜାମ ଜିଲାସ୍ତରୀୟ ପଟ୍ଟା ପ୍ରଦାନ ସମାରୋହ ଛତ୍ରପୁରସ୍ଥିତ ଖେଳପଡିଆଠାରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫ୍ରେନ୍ସିଂ ଜରିଆରେ
Read more


