ଭୁବନେଶ୍ୱରରେ ଓଡିଆ ରେଷ୍ଟୁରାଂଟ ନିମନ୍ତ୍ରଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, (ୱାଇଏନ୍ଏସ୍): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ‘ନିମନ୍ତ୍ରଣ-ଖାଂଟି ଓଡ଼ିଆ ଖାଦ୍ୟ ରେଷ୍ଟୁରାଂଟ’ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଛି ।୧୨୫ କେଜି ଓଜନର
Read more


