ଭୂମିକା ହସପିଟାଲ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର

ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ବ୍ଲକ ଚାରିଗାଁ ପଞ୍ଚାୟତ ଚକ୍ରାପାଢୀ ହନୁମାନ ମନ୍ଦିର ଠାରେ ଭଦ୍ରକସ୍ଥିତ ଭୂମିକା ହସପିଟାଲ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ