ଭୋଟର୍ ସଚେତନତାର ଆମ୍ବାସାଡାର୍ ‘ମୁଁ ବି ମିତା’

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର୍ ତାଲିକା ସଂଶୋଧନର ଲକ୍ଷ୍ୟ ନେଇ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ‘ମୁଁ ବି ମିତା’ ଅଭିଯାନ ।

Read more

Advertisement

ଏବେ ଏବେ