ମଣ୍ଡି ସମସ୍ଯା ନେଇ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର
ଛତ୍ରପୁର, (ଦେବଦତ୍ତ ମହାରଣା):ଧାନ ମଣ୍ଡିରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ ଆରମ୍ଭ ହୋଇଛି। ବିଭିନ୍ନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀମାନେ
Read more


