ମଦ ଦୋକାନ ଉଛେଦ ଦାବିରେ ଆରକ୍ଷୀ ଅଧିକ୍ଷକଙ୍କୁ ଦାବିପତ୍ର ପ୍ରଦାନ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ବଇରୀକୁମ୍ପା ନିକଟରେ ଥ‌ିବା ବିଦେଶୀ ମଦ ଦୋକାନକୁ ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।

Read more

Advertisement

ଏବେ ଏବେ