ମଦ ଦୋକାନ ନବୀକରଣ ନ କରିବାକୁ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ 

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଦ ଦୋକାନ ନବୀକରଣ ନକରିବାକୁ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ ହୋଇଛି

Read more

Advertisement

ଏବେ ଏବେ