ମଧୁବାବୁ ପେନ୍‌ସନ୍ ଯୋଜନାରେ ୮୪ ଜଣ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ

ଆସିକା, (ଯୁଗାବ୍ଦ ନ୍ୟୁଜ):ଜିଲ୍ଲା ପ୍ରଶାସନର ଅନୁମୋଦନ କ୍ରମେ ଆସିକା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଏନଏସି କାର୍ଯ୍ୟାଳୟ ପରିସରରେ ଏକ ଭତ୍ତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଅଛି

Read more

Advertisement

ଏବେ ଏବେ