ମନରେଗା ମହାଦୁର୍ନୀତି ବିରୋଧରେ ଦଶମ ଦିନରେ ଗଣଧାରଣା : ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି
କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ): କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୋ ପଂଚାୟତର ମନରେଗା ପ୍ରକଳ୍ପ କାର୍ଯ୍ୟାନ୍ୱୟନରେ ଆଖିବୁଜା ଦୁର୍ନୀତି ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆରମ୍ଭ ହୋଇଥିବା ଗଣଧାରଣା
Read more


