ମନ୍ଦାରପୁର ପଞ୍ଚାୟତରେ ବିଜେପି ବିଧାୟକ ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ଘର ଘର ବୁଲି ଭୋଟ ଭିକ୍ଷା

ବାଲେଶ୍ୱର, (ସରୋଜ ପଣ୍ଡା):ସୋମବାର ସକାଳେ ରେମୁଣା ବିଜେପି ବିଧାୟକ ପ୍ରାର୍ଥୀ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ ମନ୍ଦାରପୁର ଗ୍ରାମପଞ୍ଚାୟତରେ ଘର ଘର ବୁଲି ଭୋଟ ଭିକ୍ଷା କରିଥିଲେ।

Read more

Advertisement

ଏବେ ଏବେ