ମମିତା ମେହେର ହତ୍ୟାକାଣ୍ଡର ଉଚ୍ଚ ନ୍ୟାୟାଳୟ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏସ୍ଆଇଟି ତଦନ୍ତ ଓ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ସମାଜବାଦୀ ପାର୍ଟିର ଦାବି
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) : ଅପରାଧୀ ଗୋବିନ୍ଦ ସାହୁଙ୍କୁ ତୁରନ୍ତ ଗିରଫ କରିବା, ମମିତା ମେହେର ହତ୍ୟାକାଣ୍ଡର ତଦନ୍ତ ଜଣେ ଉଚ୍ଚ ନ୍ୟାୟାଳୟ ବିଚାରପତିଙ୍କ ତତ୍ତ୍ୱାବଧାନରେ ଗଠିତ
Read more




