ନାଉଗାଁ-ଡାବର ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ନିର୍ମିତ ରାସ୍ତା ଅବସ୍ଥା ଶୋଚନୀୟ,ମରାମତି ପାଇଁ ସ୍ଥାନୀୟ ଅଂଚଳବାସୀଙ୍କ ଦାବି
ନାଉଗାଁ, (ଓ୍ବାଇଏନ୍ଏସ୍):ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକସ୍ଥିତ ନାଉଗାଁହାଟରୁ-ଡାବରକୁ ସଂଯୋଗ କରିବା ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ନିର୍ମାଣ କରାଯାଇଛି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା ।
Read more


