ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ଆଂଚଳିକ ନିର୍ଦ୍ଦେଶକଙ୍କୁ ଅଭିଯୋଗ
ନାଉଗାଁ,(ଯୁଗାବ୍ଦ ନ୍ୟୁଜ୍): ନାଉଗାଁ ବ୍ଳକ ଅନ୍ତର୍ଗତ ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ଛାତ୍ରଛାତ୍ରୀମାନେ ଭୁବନେଶ୍ୱର ଆଂଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକଙ୍କୁ ଶୁକ୍ରବାର ଲିଖିତ ଭାବେ
Read more


