ମହାବୀର କ୍ଲବ ପକ୍ଷରୁ ଦିନିକିଆ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ଭଣ୍ଡାରିପୋଖରୀ,(ଦୁର୍ଯ୍ୟୋଧନ ଲେଙ୍କା): ଭଣ୍ଡାରିପୋଖରୀ ବ୍ଲକ ନେରଡା ପଞ୍ଚାୟତର ଯଶୋଟିକିରି ସ୍ଥିତ ଖେଳ ପଡିଆରେ ମହାବୀର କ୍ଲବ ପକ୍ଷରୁ ଏକଦିବସୀୟ ଟେନିସ ବଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ