ମହାବୀର ଙ୍କ ପଞ୍ଚମ ବାର୍ଷିକ ଉତ୍ସବ

ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା) : ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ଆକୁଲିକଣା ଠାରେ ରାମ ଭକ୍ତ ହନୁମାନଙ୍କ ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଅଛି ।

Read more

Advertisement

ଏବେ ଏବେ