ମହାରାଜା ବାଳିକା ହାଇସ୍କୁଲର ଶତବାର୍ଷିକୀ ଉତ୍ସବ ପାଇଁ ବୈଠକ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) – ପାରଳାଖେମୁଣ୍ଡି ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ