ମହିଳାଙ୍କୁ ସଶକ୍ତ କରିବା ଦିଗରେ ସ୍ୱାମୀ ବିବେକାନନ୍ଦଙ୍କ ବିଚାରକୁ ଅନୁସରଣ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି : ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ସ୍ୱାମୀ ବିବେକାନନ୍ଦଙ୍କ ବିଚାରରେ ଦୃଢ଼ ବିଶ୍ୱାସ କରିବା ସହ ଏହାକୁ ଅନୁସରଣ କରି କାମରେ ମଧ୍ୟ
Read more