ମହିଳା ସଶକ୍ତିକରଣ ଓ ଆର୍ଥିକ ସ୍ୱାବଲମ୍ବନ ନିମନ୍ତେ ସିଲେଇ ମେସିନ ପ୍ରଦାନ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ମହିଳାମାନଙ୍କ ଆର୍ôଥକ ସଶକ୍ତିକରଣ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ନିମନ୍ତେ ଛତାସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଗ୍ରାମୀଣ ଆତ୍ମନିଯୁକ୍ତି ତାଲିମ ପ୍ରତିଷ୍ଠାନରେ ତାଲିମ ଗ୍ରହଣ
Read more


