ମହିଳା ସାମ୍ବାଦିକାଙ୍କୁ ଦୁଃବ୍ୟବହାର ଓ ମାଡ଼ ମାରିବା ଘଟଣାକୁ ନିନ୍ଦା କରି ଆର୍.ଡି.ସି ଙ୍କ କାର୍ଯ୍ୟାଳୟ ସମୁଖରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ବିକ୍ଷୋଭ
ବ୍ରହ୍ମପୁର, (ଅନିଲ କୁମାର):ରାଜଧାନୀ ଭୁବନେଶ୍ୱରରେ ମହିଳା ସାମ୍ବାଦିକାଙ୍କୁ ଓଡ଼ିଆ ସିନେ ପ୍ରଯୋଜକ ସଞ୍ଜୟ ନାୟକ ଓରଫ ଟୁଟୁଙ୍କ ଦୁଃବ୍ୟବହାର ଓ ମାଡ଼ ମାରିବା ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ
Read more


